• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2024: ଏହି ରାଶିର ବ୍ୟକ୍ତିଙ୍କର ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଦିବା ୦୪.୨୦ ଗତେ ମେଷ, ତିଥି- ପୂର୍ଣ୍ଣିମା ଦିବା ୦୪.୫୬ ଗତେ ପ୍ରତିପଦ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୪.୨୦ ଗତେ ମେଷ ରାଶିର, ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି ।

Leo

ସିଂହ

Thursday 17 Oct 2024

ମଘା- ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ବ୍ୟବସାୟରେ ପ୍ରତିହିଂସା ଲାଗି ରହିବ । କର୍ମ କ୍ଷେତ୍ରରେ ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ

ପୂ,ଫାଲଗୁନି- ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ ।

ଉ,ଫାଲଗୁନି- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ ।

ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :