• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2024: ଏହି ରାଶିର ବ୍ୟକ୍ତିଙ୍କର ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଦିବା ୦୪.୨୦ ଗତେ ମେଷ, ତିଥି- ପୂର୍ଣ୍ଣିମା ଦିବା ୦୪.୫୬ ଗତେ ପ୍ରତିପଦ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୪.୨୦ ଗତେ ମେଷ ରାଶିର, ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି ।

Virgo

କନ୍ୟା

Thursday 17 Oct 2024

ଉ,ଫଳଗୁନି- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ହସ୍ତା- ରାଜନୀତି କର୍ମୀ ମାନେ କୈାଣସି ସଭାରେ ଯୋଗ ଦେବେ । ଅବିବାହିତଙ୍କୁ କୈାଣସି ସମାରୋହରେ ଜୀବନସାଥି ମିଳିପାରେ । ବିଦ୍ୟାର୍ଥୀ ମାନେ ହତୋତ୍ସାହ ହେବେ ।

ଚିତ୍ରା- ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ

ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :