• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2024: ଏହି ରାଶିର ବ୍ୟକ୍ତିଙ୍କର ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଦିବା ୦୪.୨୦ ଗତେ ମେଷ, ତିଥି- ପୂର୍ଣ୍ଣିମା ଦିବା ୦୪.୫୬ ଗତେ ପ୍ରତିପଦ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୪.୨୦ ଗତେ ମେଷ ରାଶିର, ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି ।

Libra

ତୁଳା

Thursday 17 Oct 2024

ଚିତ୍ରା- ସ୍ୱାସ୍ଥ୍ୟରେ ସୁଧାର ଏବଂ କାର‌୍ୟ୍ୟରେ ସଫଳତା ମିଳିପାରେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । କର୍ମ କ୍ଷେତ୍ରରେ ବିଳମ୍ବ ଯୋଗ ରହିଛି

ସ୍ୱାତୀ- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ ।

ବିଶାଖା- ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ ।

ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :