• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2024: ଏହି ରାଶିର ବ୍ୟକ୍ତିଙ୍କର ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଦିବା ୦୪.୨୦ ଗତେ ମେଷ, ତିଥି- ପୂର୍ଣ୍ଣିମା ଦିବା ୦୪.୫୬ ଗତେ ପ୍ରତିପଦ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୪.୨୦ ଗତେ ମେଷ ରାଶିର, ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି ।

Scorpio

ବିଛା

Thursday 17 Oct 2024

ବିଶାଖା- ନେତ୍ର ଜନିତ ସମସ୍ୟା ଅନୁଭବ କରି ପାରନ୍ତି । ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ

ଅନୁରାଧା- ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ । ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟ ହାତକୁ ନେଇ ଚିନ୍ତାଗ୍ରସ୍ତ ରହିବେ

ଜ୍ୟେଷ୍ଠା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।

ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :