• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2024: ଏହି ରାଶିର ବ୍ୟକ୍ତିଙ୍କର ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଦିବା ୦୪.୨୦ ଗତେ ମେଷ, ତିଥି- ପୂର୍ଣ୍ଣିମା ଦିବା ୦୪.୫୬ ଗତେ ପ୍ରତିପଦ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୪.୨୦ ଗତେ ମେଷ ରାଶିର, ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି ।

Sagittarius

ଧନୁ

Thursday 17 Oct 2024

ମୂଳା- ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।

ପୂ,ଷାଢା- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ

ଉ,ଷାଢା- ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇପାରନ୍ତି । କୋର୍ଟ ମାମଲାରେ ଫସି ଅଯଥା ଖର୍ଚ୍ଚ କରିବେ ।

ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :