• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th October 2024: ଏହି ରାଶିର ବ୍ୟକ୍ତିଙ୍କର ଦୂର ସ୍ଥାନକୁ ଯାତ୍ରା କରିବାର ଯୋଗ ରହିଛି

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଦିବା ୦୪.୨୦ ଗତେ ମେଷ, ତିଥି- ପୂର୍ଣ୍ଣିମା ଦିବା ୦୪.୫୬ ଗତେ ପ୍ରତିପଦ,ଘାତଚନ୍ଦ୍ର- ଧନୁ ରାଶିର , ଦିବା ୦୪.୨୦ ଗତେ ମେଷ ରାଶିର, ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ନାସ୍ତି ।

Capricorn

ମକର

Thursday 17 Oct 2024

ଉ,ଷାଢା- ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।

ଶ୍ରବଣା- ବାଣିଜ୍ୟ-ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ପ୍ରଶାସନିକ ବିରୋଧି ଦେଖା ଦେଇପାରେ । ଲେଖାପଢାରେ ସାଥିଙ୍କ ସାହାର‌୍ୟ୍ୟ ସହଯୋଗ ମିଳିବ

ଧନିଷ୍ଠା- ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :