Advertisment

Daily Horoscope 17th September 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ସଫଳତା ପାଇବେ

author-image
Pallipuspa Samal
Daily Horoscope 17th September 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ସଫଳତା ପାଇବେ
ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର ତିଥି – ୭ମୀ ଦିବା ୦୨/୧୪ ଗତେ ୮ମୀ ଚନ୍ଦ୍ର – ବୃଷ ରାତ୍ରି ୦୧/୪୪ ଗତେ ମିଥୁନ ଘାତ ଚନ୍ଦ୍ର- ବିଛା ରାଶିର ରାତ୍ରି ୦୧/୪୪ ଗତେ କନ୍ୟା ରାଶିର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ - ୨ ପାଦ-କୃଷି-ପଶୁହାନି– ଭୂମି ଓ ଅନ୍ନଦାନ ଦିବା ୦୨/୧୪ ଗତେ ୧ ପାଦ -କୃଷିହାନି-ଭୂମିଦାନ