• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th September 2023: ଦୁର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ...

ସୌର  କନ୍ୟା  ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ, ରବିବାର। ଚନ୍ଦ୍ର –କନ୍ୟା ରାତ୍ରି ୧୧.୦୬ ଗତେ ତୁଳା, ତିଥି- ୨ ୟା ଦିବା ୧୧.୦୯ ଗତେ ୩ୟା, ଘାତ ଚନ୍ଦ୍ର – ବୃଷ ରାଶିର ରାତ୍ରି ୧୧.୦୬, ଘାତ ବାର –  ମେଷ ପୁଷ୍କର ଦୋଷ –୨ ପାଦ କୃଷି ଓ ପଶୁ ହାନି –ଭୂମି ଓ ଅନ୍ନଦାନ ଦିବା ୧୧.୦୯ ଗତେ ୧ ପାଦ କୃଷିହାନି-ଭୂମି ଦାନ 

Aries

ମେଷ

Sunday 17 Sep 2023

ଅଶ୍ୱନୀ- ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ ।  କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ ।        
ଦ୍ୱିଜା- କର୍ମକ୍ଷେତ୍ରରେ ଅସାବଧାନତା ହେତୁ ଅପମାନିତ ହୋଇପାରନ୍ତି । ରାଜନୀତିରେ ଥିବା ବ୍ୟକ୍ତିମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କୈାଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ ।     
କୃତିକା- ଆର୍ଥିକ କ୍ଷତି ହେବା ସହ ସ୍ୱାସ୍ଥ୍ୟ ଖରାପ ହୋଇପାରେ । ଜମି କିଣାବିକା ବ୍ୟବସାୟରେ ଲାଭବାନ୍ ହେବେ । ବନ୍ଧୁ ବର୍ଗଙ୍କ ମଧ୍ୟରେ କଳହ ଉପୁଜିପାରେ ।     

ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :