• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th September 2023: ଦୁର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ...

ସୌର  କନ୍ୟା  ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ, ରବିବାର। ଚନ୍ଦ୍ର –କନ୍ୟା ରାତ୍ରି ୧୧.୦୬ ଗତେ ତୁଳା, ତିଥି- ୨ ୟା ଦିବା ୧୧.୦୯ ଗତେ ୩ୟା, ଘାତ ଚନ୍ଦ୍ର – ବୃଷ ରାଶିର ରାତ୍ରି ୧୧.୦୬, ଘାତ ବାର –  ମେଷ ପୁଷ୍କର ଦୋଷ –୨ ପାଦ କୃଷି ଓ ପଶୁ ହାନି –ଭୂମି ଓ ଅନ୍ନଦାନ ଦିବା ୧୧.୦୯ ଗତେ ୧ ପାଦ କୃଷିହାନି-ଭୂମି ଦାନ 

Taurus

ବୃଷ

Sunday 17 Sep 2023

କୃତିକା- ଭାଗିଦାରୀ ବ୍ୟବସାୟରେ ମନୋମାଳିନ୍ୟ ଦେଖାଦେଇପାରେ । ମାନସିକ ପ୍ରଫୁଲ୍ଲତା ଓ ବିଳାସ ବ୍ୟସନରେ ଜୀବନ ନିର୍ବାହ କରିବେ । କର୍ମଜୀବୀମାନେ କର୍ମ ପ୍ରବଣତା ଦେଖାଇବେ ।         
ରୋହିଣୀ- ରାଜନୀତିରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ମହିଳାମାନେ ପରିବାରରେ ପ୍ରଶଂସିତ ହେବେ । ଭାଇ ବନ୍ଧୁଙ୍କ ସହ ବିରୋଧ ଦେଖା ଦେଇପାରେ ।      
ମୃଗଶିରା- ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବ । ନିଜର କାର୍ଯ୍ୟ ସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି ।

ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର  ପାଠ  କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :