• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th September 2023: ଦୁର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ...

ସୌର  କନ୍ୟା  ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ, ରବିବାର। ଚନ୍ଦ୍ର –କନ୍ୟା ରାତ୍ରି ୧୧.୦୬ ଗତେ ତୁଳା, ତିଥି- ୨ ୟା ଦିବା ୧୧.୦୯ ଗତେ ୩ୟା, ଘାତ ଚନ୍ଦ୍ର – ବୃଷ ରାଶିର ରାତ୍ରି ୧୧.୦୬, ଘାତ ବାର –  ମେଷ ପୁଷ୍କର ଦୋଷ –୨ ପାଦ କୃଷି ଓ ପଶୁ ହାନି –ଭୂମି ଓ ଅନ୍ନଦାନ ଦିବା ୧୧.୦୯ ଗତେ ୧ ପାଦ କୃଷିହାନି-ଭୂମି ଦାନ 

Aquarius

କୁମ୍ଭ

Sunday 17 Sep 2023

ଧନିଷ୍ଠା- ଆପଣଙ୍କ ବ୍ୟଙ୍ଗାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ବ୍ୟବସାୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବନ୍ଧୁଙ୍କ ପରାମର୍ଶରେ କିଛି ନୂତନ କାମ ଆରମ୍ଭ କରିବେ ।
ଶତଭିଷା- ବିଦ୍ୟାର୍ଥୀମାନଙ୍କ ପାଇଁ ଶୁଭ ଦାୟକ ରହିବ । କାର୍ଯ୍ୟକ୍ଷେତ୍ରରେ ବ୍ୟବସାୟୀ ବିରୋଧୀଙ୍କ ପ୍ରତି ସାବଧାନ ରୁହନ୍ତୁ । ରାଜନୀତିରେ ସମର୍ଥନ ହ୍ରାସ ପାଇବ । 
ପୂ,  ଭାଦ୍ରପଦ- ଶତ୍ରୁ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ମାଲିମକଦ୍ଦମା ସମସ୍ୟାର ସମାଧାନ କରିବେ । ଘରର ବୟୋଜ୍ୟେଷ୍ଠଙ୍କର ପରାମର୍ଶ ନେଇ କାର୍ଯ୍ୟ କରିଲେ ସଫଳତା ପାଇବେ 

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :