• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th September 2023: ଦୁର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ...

ସୌର  କନ୍ୟା  ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ, ରବିବାର। ଚନ୍ଦ୍ର –କନ୍ୟା ରାତ୍ରି ୧୧.୦୬ ଗତେ ତୁଳା, ତିଥି- ୨ ୟା ଦିବା ୧୧.୦୯ ଗତେ ୩ୟା, ଘାତ ଚନ୍ଦ୍ର – ବୃଷ ରାଶିର ରାତ୍ରି ୧୧.୦୬, ଘାତ ବାର –  ମେଷ ପୁଷ୍କର ଦୋଷ –୨ ପାଦ କୃଷି ଓ ପଶୁ ହାନି –ଭୂମି ଓ ଅନ୍ନଦାନ ଦିବା ୧୧.୦୯ ଗତେ ୧ ପାଦ କୃଷିହାନି-ଭୂମି ଦାନ 

Cancer

କର୍କଟ

Sunday 17 Sep 2023

ପୁନର୍ବସୁ- କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ  ନିଷ୍ପତ୍ତି  ନେଇ ସଫଳ  ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।
ପୁଷ୍ୟା- ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । 
ଅଶ୍ଳେଷା- ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।

ପ୍ରତିକାର – ଜଳ ସ୍ରୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :