• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th September 2023: ଦୁର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ...

ସୌର  କନ୍ୟା  ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ, ରବିବାର। ଚନ୍ଦ୍ର –କନ୍ୟା ରାତ୍ରି ୧୧.୦୬ ଗତେ ତୁଳା, ତିଥି- ୨ ୟା ଦିବା ୧୧.୦୯ ଗତେ ୩ୟା, ଘାତ ଚନ୍ଦ୍ର – ବୃଷ ରାଶିର ରାତ୍ରି ୧୧.୦୬, ଘାତ ବାର –  ମେଷ ପୁଷ୍କର ଦୋଷ –୨ ପାଦ କୃଷି ଓ ପଶୁ ହାନି –ଭୂମି ଓ ଅନ୍ନଦାନ ଦିବା ୧୧.୦୯ ଗତେ ୧ ପାଦ କୃଷିହାନି-ଭୂମି ଦାନ 

Leo

ସିଂହ

Sunday 17 Sep 2023

ମଘା- ପାରିବାରିକ ଅସ୍ୱାସ୍ଥ୍ୟକର ପରିସ୍ଥିତିକୁ ନେଇ ଚିନ୍ତିତ ରହିବେ । ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ମାନସିକ ଶାନ୍ତି ପାଇବେ ।
ପୂ- ଫାଲ୍‌ଗୁନୀ- କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କୈାଣସି ନୂଆ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ ।
ଉ- ଫାଲ୍‌ଗୁନୀ- ମାଲିମକନ୍ଦମାର ଶୁଣାଣୀ ଡେରି ହୋଇପାରେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ । ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ

ପ୍ରତିକାର – କୁଳ ଦେବତାଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :