• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th September 2023: ଦୁର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ...

ସୌର  କନ୍ୟା  ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ, ରବିବାର। ଚନ୍ଦ୍ର –କନ୍ୟା ରାତ୍ରି ୧୧.୦୬ ଗତେ ତୁଳା, ତିଥି- ୨ ୟା ଦିବା ୧୧.୦୯ ଗତେ ୩ୟା, ଘାତ ଚନ୍ଦ୍ର – ବୃଷ ରାଶିର ରାତ୍ରି ୧୧.୦୬, ଘାତ ବାର –  ମେଷ ପୁଷ୍କର ଦୋଷ –୨ ପାଦ କୃଷି ଓ ପଶୁ ହାନି –ଭୂମି ଓ ଅନ୍ନଦାନ ଦିବା ୧୧.୦୯ ଗତେ ୧ ପାଦ କୃଷିହାନି-ଭୂମି ଦାନ 

Libra

ତୁଳା

Sunday 17 Sep 2023

ଚିତ୍ରା- ସ୍ୱାସ୍ଥ୍ୟ ସମ୍ବନ୍ଧିତ କିଛି ସମସ୍ୟା ମଧ୍ୟ ଦେଖା ଦେଇପାରେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ଜୀବନସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତ୍ତା କରିବେ ।
ସ୍ୱାତୀ- ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । କର୍ମଚାରୀମାନେ ପ୍ରମୋସନ ପାଇ ଖୁସି ହେବେ । ବିଦ୍ୟାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ ଆସିବ । 
ବିଶାଖା- ଖୋଜୁଥିବା ଜିନିଷଟି ପାଇ ଆନନ୍ଦିତ ହେବେ । ସମାସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ । ଚାକିରି କ୍ଷେତ୍ରରେ ଶତ୍ରୁ ବୃଦ୍ଧି  ଦେଖା ଦେଇପାରେ

ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :