• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th September 2023: ଦୁର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ...

ସୌର  କନ୍ୟା  ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ, ରବିବାର। ଚନ୍ଦ୍ର –କନ୍ୟା ରାତ୍ରି ୧୧.୦୬ ଗତେ ତୁଳା, ତିଥି- ୨ ୟା ଦିବା ୧୧.୦୯ ଗତେ ୩ୟା, ଘାତ ଚନ୍ଦ୍ର – ବୃଷ ରାଶିର ରାତ୍ରି ୧୧.୦୬, ଘାତ ବାର –  ମେଷ ପୁଷ୍କର ଦୋଷ –୨ ପାଦ କୃଷି ଓ ପଶୁ ହାନି –ଭୂମି ଓ ଅନ୍ନଦାନ ଦିବା ୧୧.୦୯ ଗତେ ୧ ପାଦ କୃଷିହାନି-ଭୂମି ଦାନ 

Sagittarius

ଧନୁ

Sunday 17 Sep 2023

ମୂଳା- ପାରିବାରିକ ସମସ୍ୟା ଗୁଡିକ ଧିରେ ଧିରେ ସମାଧାନ ହୋଇ ଶାନ୍ତି ଶୃଙ୍ଖଳାସହ ସୁଖ ସମୃଦ୍ଧି ବୃଦ୍ଧି ହେବ । କର୍ମଚାରୀମାନେ କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । 
ପୂ, ଷାଢା- ଉଚ୍ଚଶିକ୍ଷା କରିବାକୁ ଚାହୁଁଥିବା ବିଦ୍ୟାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ ମିଳିବ। । ଅଫିସ୍‌ରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ  ।  ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ ।
 ଉ,  ଷାଢା- ପ୍ରେମ କ୍ଷେତ୍ରରେ ସନ୍ଦେହ ମନଭାବ ଦେଖାଦେବ । କୌଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇ ପାରନ୍ତି । ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ  ମିଳିପାରେ ।

ପ୍ରତିକାର –   ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :