• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର ।ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୧୪ଶୀ ଦିବା ୧୧.୪୪ ଗତେ ପୂର୍ଣ୍ଣିମା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୧.୫୨ ଗତେ ୨ ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Aquarius

କୁମ୍ଭ

Tuesday 17 Sep 2024

ଧନିଷ୍ଠା- କାର‌୍ୟ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ ।

ଶତଭିଷା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବିଦେଶରେ ପଢ଼ୀବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କର ଇଚ୍ଛା ପୂରଣ ହୋଇପାରେ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ

ପୂ,ଭାଦ୍ରପଦ- କୋର୍ଟର ସହୟତା ପାଇବେ । ରାଜନିତିରେ ଲୋକ ପ୍ରିୟତା ବଢାଇବା ପାଇଁ ଚେଷ୍ଟା କରିବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :