• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର ।ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୧୪ଶୀ ଦିବା ୧୧.୪୪ ଗତେ ପୂର୍ଣ୍ଣିମା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୧.୫୨ ଗତେ ୨ ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Pisces

ମୀନ

Tuesday 17 Sep 2024

ପୂ, ଭାଦ୍ରପଦ- ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ଉନ୍ନତମାନର ଫଳପାଇବେ ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ

ଉ, ଭାଦ୍ରପଦ- କାର‌୍ୟ୍ୟଦକ୍ଷିତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ

ରେବତୀ- ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହି । ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳା ମାନେ ଅଚାନକ କୈାଣସି ନିର୍ଣ୍ଣୟ ନିଅନ୍ନୁ ନାହିଁ

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :