• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର ।ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୧୪ଶୀ ଦିବା ୧୧.୪୪ ଗତେ ପୂର୍ଣ୍ଣିମା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୧.୫୨ ଗତେ ୨ ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Gemini

ମିଥୁନ

Tuesday 17 Sep 2024

ମୃଗଶିରା- ଦୁର୍ଘଟଣାର ଶିକାର ହୋଇ ପାରନ୍ତି । ବ୍ୟବସାୟରେ କିଛି ନୂତନ ଚୁକ୍ତି ପତ୍ର ସମ୍ପାଦନା କରିପାରନ୍ତି । ଅତ୍ୟଧିକ କାର‌୍ୟ୍ୟ ଭାରର ଚାପ ଆପଣଙ୍କୁ ପ୍ରଭାବିତ କରିପାରେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ ।

ଆଦ୍ରା- ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ ।

ପୁନର୍ବସୁ- ହିସାବ , ନିକାଶ ପାଇଁ ସୁନ୍ଦର ଅବସର ପାଇ ପାରନ୍ତି । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ । ଦେବୀମାତାଙ୍କ ଧ୍ୟାନରେ , ମନରେ ସକାରତ୍ମକ ଶକ୍ତି ସଂଚାର ହେବ ।

ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :