• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର ।ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୧୪ଶୀ ଦିବା ୧୧.୪୪ ଗତେ ପୂର୍ଣ୍ଣିମା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୧.୫୨ ଗତେ ୨ ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Cancer

କର୍କଟ

Tuesday 17 Sep 2024

ପୁନର୍ବସୁ- ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଯୋନଜାକୁ କାର‌୍ୟ୍ୟକାରୀ କରନ୍ତୁ ନାହିଁ । ପରିବାର ଭିତରେ କୈାଣସି କଥାକୁ ନେଇ ମତାନ୍ତର ସୃଷ୍ଟି ହୋଇପାରେ ।

ପୁଷ୍ୟା- ରାଜନିତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ମନୋବାଞô୍ଚତ ସ୍ଥାନରେ ପଢିବାର ସୁଯୋଗ ପାଇବେ । ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ

ଅଶ୍ଳେଷା- ପୈତୃକ ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ମହିଳା ମାନେ ନିଜ ବ୍ୟବହାରରେ ସଂଯମତା ରକ୍ଷାକରନ୍ତୁ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । ବ୍ୟପାର ବୃର୍ତିରେ ପ୍ରଗତି ହେବ

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :