• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର ।ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୧୪ଶୀ ଦିବା ୧୧.୪୪ ଗତେ ପୂର୍ଣ୍ଣିମା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୧.୫୨ ଗତେ ୨ ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Libra

ତୁଳା

Tuesday 17 Sep 2024

ଚିତ୍ରା- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ

ସ୍ୱାତୀ- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ

ବିଶାଖା- ଭଗବାନ୍କୁ ସୁମରଣ ଦ୍ୱାରା ମନସ୍କାମନା ପୂରଣ ହେବ । କ୍ଷମତା ଶାଳୀ ହେବାର ସୁଯୋଗ ଆସିପାରେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :