• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର ।ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି- ୧୪ଶୀ ଦିବା ୧୧.୪୪ ଗତେ ପୂର୍ଣ୍ଣିମା ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର ,ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୧.୫୨ ଗତେ ୨ ପାଦ- କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Sagittarius

ଧନୁ

Tuesday 17 Sep 2024

ମୂଳା- ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । ପିତାମାତାଙ୍କ ସାହାର‌୍ୟ୍ୟ ଓ ସହଯୋଗ ପାଇବେ । ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ଆପଣ ଚାକିରି ବଦଳାଇବାକୁ ଚେଷ୍ଟା କରିପାରିବେ ।

ପୂ,ଷାଢା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବିଦେଶରେ ପଢ଼ୀବାକୁ ଚାହୁଁଥିବା ଛାତ୍ରଛାତ୍ରୀ ମାନଙ୍କର ଇଚ୍ଛା ପୂରଣ ହୋଇପାରେ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ

ଉ,ଷାଢା- ସାହାର‌୍ୟ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୈାଦ୍ଧିକ କ୍ଷମତା ପ୍ରାପ୍ତ କରିବେ । କୋର୍ଟ କଚେରୀ ମାମଲା ସହଜରେ ସମାଧାନ ହୋଇଯିବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ ।

ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :