• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ଲାଭ ସହିତ ସମ୍ପତ୍ତି ବୃଦ୍ଧି ହେବ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୬ଷ୍ଠୀ ଦିବା ୦୩.୧୪ ଗତେ ୭ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶି । ପୁଷ୍କର ଦୋଷ- ଦିବା ୦୩.୧୪ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୨ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Taurus

ବୃଷ

Monday 18 Dec 2023

କୃତିକା- ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ ।

ରୋହିଣୀ- କାରବାରରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ ।

ମୃଗଶିରା- ନୂଆ ଘର ତିଆରି କରିବେ । ମହିଳାମାନେ ବାହାରକୁ ବୁଲିବା ପାଇଁ ଯିବେ । ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧୀ ଭାବର ଅବସାନ ଘଟିବ ଏବଂ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ ।

ପ୍ରତିକାର- ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :