• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ଲାଭ ସହିତ ସମ୍ପତ୍ତି ବୃଦ୍ଧି ହେବ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୬ଷ୍ଠୀ ଦିବା ୦୩.୧୪ ଗତେ ୭ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶି । ପୁଷ୍କର ଦୋଷ- ଦିବା ୦୩.୧୪ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୨ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Aquarius

କୁମ୍ଭ

Monday 18 Dec 2023

ଧନିଷ୍ଠା- ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ ।

ଶତଭିଷା- କାର୍ଯ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ ।

ପୂ,ଭାଦ୍ରପଦ- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ତରବରିଆ ପଦକ୍ଷେପ ନେଲେ ହଇରାଣରେ ପଡିପାରନ୍ତି ।

ପ୍ରତିକାର- ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :