• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ଲାଭ ସହିତ ସମ୍ପତ୍ତି ବୃଦ୍ଧି ହେବ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୬ଷ୍ଠୀ ଦିବା ୦୩.୧୪ ଗତେ ୭ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶି । ପୁଷ୍କର ଦୋଷ- ଦିବା ୦୩.୧୪ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୨ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Pisces

ମୀନ

Monday 18 Dec 2023

ପୂ,ଭାଦ୍ରପଦ- ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।

ଉ,ଭାଦ୍ରପଦ- କର୍ମକ୍ଷେତ୍ରରେ ଅନେକ ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।

ରେବତୀ- ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ମହିଳା ମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କେରିବେ

ପ୍ରତିକାର – ବୃହସ୍ପତିଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :