• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ଲାଭ ସହିତ ସମ୍ପତ୍ତି ବୃଦ୍ଧି ହେବ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୬ଷ୍ଠୀ ଦିବା ୦୩.୧୪ ଗତେ ୭ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶି । ପୁଷ୍କର ଦୋଷ- ଦିବା ୦୩.୧୪ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୨ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Gemini

ମିଥୁନ

Monday 18 Dec 2023

ମୃଗଶିରା- କେତେ ଗୁଡିଏ ମହତ୍ୱପୂର୍ଣ୍ଣ କାର୍ଯ୍ୟର ପରିବର୍ତ୍ତନ ହୋଇ ଆପଣଙ୍କ ଆର୍ଥିକ ସ୍ଥିତି ବହୁତ ଭଲ ରହିବ । ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ସମ୍ପର୍କରେ ଘୃଣା ଏବଂ ବିରକ୍ତି ଦୂର ହେବ ।

ଆଦ୍ରା- ପୈତୃକ ସମ୍ପତ୍ତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଉଚ୍ଚମନା ରହିବେ । ମନୋରଞ୍ଜନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।

ପୁନର୍ବସୁ- ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ । ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।

ପ୍ରତିକାର- ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :