• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ଲାଭ ସହିତ ସମ୍ପତ୍ତି ବୃଦ୍ଧି ହେବ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୬ଷ୍ଠୀ ଦିବା ୦୩.୧୪ ଗତେ ୭ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶି । ପୁଷ୍କର ଦୋଷ- ଦିବା ୦୩.୧୪ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୨ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Cancer

କର୍କଟ

Monday 18 Dec 2023

ପୁନର୍ବସୁ- ପ୍ରେମିକା, ପ୍ରେମିକ ଦର୍ଶନୀୟ ସ୍ଥାନକୁ ବୁଲି ଯିବେ । ଅଫିସ୍‌ରେ ଆପଣଙ୍କର କାମର ପ୍ରଂଶସା ହେବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରୀ କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ ।

ପୁଷ୍ୟା- ଆର୍ଥିକ ଲାଭ ତଥା ଭୂମି, ସୁନା ଆଦି ଲାଭ କରିବେ । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ବନ୍ଧୁ ପରିଜନଙ୍କ ଠାରୁ ପ୍ରଶଂସିତ ହେବେ ।

ଅଶ୍ଲେଷା- ମହିଳା ମାନଙ୍କ ମନରେ ନୂଆ ଆଶା ସୃଷ୍ଟି ହେବ । ଅଦାଲତରୁ ସୁଫଳ ମିଳିପାରେ । ଭୂ-ସମ୍ପତ୍ତି କିଣିବାର ଯୋଗ ରହିଛି ।

ପ୍ରତିକାର – ବଗଳାମୁଖିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :