• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ଲାଭ ସହିତ ସମ୍ପତ୍ତି ବୃଦ୍ଧି ହେବ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୬ଷ୍ଠୀ ଦିବା ୦୩.୧୪ ଗତେ ୭ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶି । ପୁଷ୍କର ଦୋଷ- ଦିବା ୦୩.୧୪ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୨ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Leo

ସିଂହ

Monday 18 Dec 2023

ମଘା- ପାରିପାରିକ ଜୀବନ ସୁଖମୟ ହୋଇପାରେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୈାଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ ।

ପୂ,ଫାଲଗୁନି- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହୋଇପାରନ୍ତି । କ୍ରୀଡ଼ାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।

ଉ,ଫାଲଗୁନି- ଚାକିରି କ୍ଷେତ୍ରରେ କୁ ଚକ୍ରାନ୍ତ ବଶବର୍ତ୍ତୀ ହୋଇ କ୍ଷୋଭ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।

ପ୍ରତିକାର- ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :