• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ଲାଭ ସହିତ ସମ୍ପତ୍ତି ବୃଦ୍ଧି ହେବ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୬ଷ୍ଠୀ ଦିବା ୦୩.୧୪ ଗତେ ୭ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶି । ପୁଷ୍କର ଦୋଷ- ଦିବା ୦୩.୧୪ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୨ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Virgo

କନ୍ୟା

Monday 18 Dec 2023

ଉ,ଫାଲଗୁନି- ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ । ସାମୟିକ ଦେହପିଡା, ଓ ବନ୍ଧୁ ବିୟୋଗ ଦେଖାଦେବ । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ହଇରାଣ ହୋଇପାରନ୍ତି ।

ହସ୍ତା- ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ଛାତ୍ରଛାତ୍ରୀ ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ ।

ଚିତ୍ରା- ଜମି କିଣିବା ଲାଗି ସୁନ୍ଦର ଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । କେକେ କ୍ଷେତ୍ରରେ ପ୍ରତିଯୋଗୀତା ମନୋଭାବ ଉପୁଜିପାରେ ।

ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :