• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ଲାଭ ସହିତ ସମ୍ପତ୍ତି ବୃଦ୍ଧି ହେବ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୬ଷ୍ଠୀ ଦିବା ୦୩.୧୪ ଗତେ ୭ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶି । ପୁଷ୍କର ଦୋଷ- ଦିବା ୦୩.୧୪ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୨ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Libra

ତୁଳା

Monday 18 Dec 2023

ଚିତ୍ରା- ଭାଗ୍ୟ ଉଦ୍ୟୋଗୀ ହେବା ସହିତ, ବ୍ୟବସାୟ – ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ - ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ

ସ୍ୱାତୀ- ଆପଣ ଅନେକ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ନିଜର ଜ୍ଞାନକୁ ବ୍ୟବହାର କରିବେ । ପିଲାମାନଙ୍କ ସହିତ ଜଡିତ କିଛି କଥାରେ ସଫଳତା ଆଣିବ । ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ ।

ବିଶାଖା- ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ବାହ୍ୟ ଶତ୍ରୁ ମାନଙ୍କଠାରୁ ଦୂରେଇ ରହିବା ଭଲ । ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :