• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ଲାଭ ସହିତ ସମ୍ପତ୍ତି ବୃଦ୍ଧି ହେବ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୬ଷ୍ଠୀ ଦିବା ୦୩.୧୪ ଗତେ ୭ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶି । ପୁଷ୍କର ଦୋଷ- ଦିବା ୦୩.୧୪ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୨ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Scorpio

ବିଛା

Monday 18 Dec 2023

ବିଶାଖା- ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଇଚ୍ଛା ନଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ବିଶେଷ କାମକୁ ପ୍ରଥମେ କରିବାକୁ ଚେଷ୍ଟା କରିବେ ।

ଅନୁରାଧା- ପଢାପଢିରେ ସମ୍ପୂର୍ଣ୍ଣ ଅବହେଳା କରିବେ । ଉପରିସ୍ଥ କର୍ମଚାରୀଙ୍କ ନେତୃତ୍ୱରେ କାର୍ଯ୍ୟ ସମ୍ପାଦନା କରିବେ । ବନ୍ଧୁ ମିଳନ ହୋଇପାରେ । ଆର୍ଥିକ ଲାଭ ସହିତ ସମ୍ପତ୍ତି ବୃଦ୍ଧି ହେବ ।

ଜ୍ୟେଷ୍ଠା- ଧାର୍ମିକ ଯାତ୍ରା ପାଇଁ ଅଧିକ ସୁଯୋଗ ମିଳିବ । କ୍ୟାରିୟରର ଉତ୍କୃଷ୍ଟ ସଫଳତା ପାଇବେ । ନୂତନ ଯାନ ପାଇବାର ସୁଯୋଗ ଅଛି, ଖର୍ଚ୍ଚ ହ୍ରାସ ହେବ ।

ପ୍ରତିକାର- ମା’ ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :