• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18 Dec 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ଲାଭ ସହିତ ସମ୍ପତ୍ତି ବୃଦ୍ଧି ହେବ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୬ଷ୍ଠୀ ଦିବା ୦୩.୧୪ ଗତେ ୭ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶି । ପୁଷ୍କର ଦୋଷ- ଦିବା ୦୩.୧୪ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୨ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Capricorn

ମକର

Monday 18 Dec 2023

ଉ,ଷାଢା- ପାଦରେ ଆଘାତ, ଆଖି ଯନ୍ତ୍ରଣା, ଏବଂ ଅତ୍ୟଧିକ ନିଦ ଆସିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ ।

ଶ୍ରବଣା- ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି ।

ଧନିଷ୍ଠା- ସମ୍ପତ୍ତି ଲାଭ ହୋଇପାରେ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର- ମା’ ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :