• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୧.୨୭ ଗତେ ୧୪ଶୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Taurus

ବୃଷ

Tuesday 18 Apr 2023

କୃତିକା- ସନ୍ତାନଙ୍କ ସ୍ୱାସ୍ଥ୍ୟହାନୀ ଦୁଃଶ୍ଚିନ୍ତାକୁ ବଢାଇ ଦେଇପାରେ । ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ଉତମ ରହିବ । ପ୍ରିୟବ୍ୟକ୍ତିଙ୍କଠାରୁ ବହୁ ଦୂରରେ ରହି ଚିନ୍ତିତ ରହିବେ।

ରୋହିଣୀ- ଅର୍ଥନୈତିକ ଅଭିବୃଦ୍ଧି ସହ ଆନୁଷ୍ଠାନିକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ କରାଇବ। ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି। ପିଲାମାନଙ୍କ ଉଚ୍ଚଶିକ୍ଷା ସକାଶେ ପ୍ରାଧାନ୍ୟ ଦେଇପାରନ୍ତି ।

ମୃଗଶିରା- କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଜମି ମାମଲା ତୁଟି ଯାଇପାରେ । ମହିଳା ମାନେ ସୁଗୁଣ ହେବେ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :