• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୧.୨୭ ଗତେ ୧୪ଶୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Aquarius

କୁମ୍ଭ

Tuesday 18 Apr 2023

ଧନିଷ୍ଠା – ଶାରିରୀକ ସମସ୍ୟା ଦେଖାଦେବ । କର୍ମଜୀବି ମାନେ ଅତ୍ୟନ୍ତ ସଫଳତା ପାଇବେ । ଘରକୁ ଆସିଥିବା ବନ୍ଧୁଙ୍କ ପାଇଁ ଖୁସି ରହିବେ । ଟଙ୍କା ରୋଜଗାର କରିବ। ଦିଗରେ ପ୍ରୟାସ ଜାରି ରଖିବେ ଏବଂ ସଫଳ ହେବେ

ଶତଭିଷା – ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ । ରାଜନିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମୁଶାଇବେ

ପୂ , ଭାଦ୍ରପଦ – ଜୀବନସାଥୀଙ୍କ ମଧ୍ୟରେ ଘନିଷ୍ଠତା ବୃଦ୍ଧି ପାଇବ । ଆୟିନି ସହାୟତା ସାଙ୍ଗକୁ ବିଦେଶ ଯାତ୍ରା କରି ପାରନ୍ତି । ମହିଳା ମାନେ ସୁଷସମୃଦ୍ଧି ପ୍ରାପ୍ତ କରିବେ

ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :