• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୧.୨୭ ଗତେ ୧୪ଶୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Pisces

ମୀନ

Tuesday 18 Apr 2023

ପୂ , ଭାଦ୍ରପଦ - ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ

ଉ , ଭଦ୍ରପଦ -କର୍ମକ୍ଷେତ୍ରରେ କିଛି ନୂଆ ଅଭିଜ୍ଞତା ହାସଲ କରିବେ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ

ରେବତୀ – ସମ୍ପତି ବିକ୍ରୟ ବେଳେ ତରବରିଆ ଭାବେ ନିସ୍ପତି ନିଅନ୍ତୁ ନାହିଁ । ମହିଳା ମାନଙ୍କର ମାନସିକ ପୀଡା ଦେଖାଦେଇ ପାରେ । ଭବିଷ୍ୟକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ

ପ୍ରତିକାର – ମାଆ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :