• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୧.୨୭ ଗତେ ୧୪ଶୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Gemini

ମିଥୁନ

Tuesday 18 Apr 2023

ମୃଗଶିରା - ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ମୁଣ୍ଡବ୍ୟଥା ଜନିତ ସମସ୍ୟା ଦେଖାଦେବ । ବ୍ୟବସାୟୀମାନେ କୌଶଳରେ କାର‌୍ୟ୍ୟ ହାସଲ କରିବେ।

ଆଦ୍ରା - କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ଧର୍ମାନୁଷ୍ଟାନରେ କାମ କରିବାର ସୁଯୋଗ ପାଇବେ । ରାଜନୀତିରେ ଶତ୍ରୁଙ୍କ ସଖ୍ୟା ବଢିବ ।

ପୁନର୍ବସୁ - ପରିସ୍ଥିତିବଶତଃ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । କୋର୍ଟର ରାୟ ଡେରି ହୋଇପାରେ । ମହିଳା ମାନଙ୍କ ଦିନ ଭଲରେ କଟିବ

ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :