• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୧.୨୭ ଗତେ ୧୪ଶୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Cancer

କର୍କଟ

Tuesday 18 Apr 2023

ପୁନର୍ବସୁ - ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ ।

ପୁଷ୍ୟା – ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି ।

ଅଶ୍ଳେଷା - ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରରେ ଉପକୃତ ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :