• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୧.୨୭ ଗତେ ୧୪ଶୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Leo

ସିଂହ

Tuesday 18 Apr 2023

ମଘା- ବ୍ୟକ୍ତିମାନେ ଉପର ମନରେ ଭଲ କଥା କହି ପଛରେ ବହୁତ ସମାଲୋଚନା କରିବେ । ଭାଙ୍ଗିପଡିଥିବା ସମ୍ପର୍କ ଯୋଡ଼ିବାକୁ ଚେଷ୍ଟା କରି ସଫଳ ହୋଇପାରନ୍ତି । ବିଭିନ୍ନ ପ୍ରକାରର ସ୍ଥଗିତ କାମକୁ ନେଇ ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ ।

ପୂ- ଫାଲ୍‌ଗୁନୀ- ପ୍ରଶାସନିକ ସ୍ତରରେ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ

ଉ- ଫାଲ୍‌ଗୁନୀ- ଆଜି ଭ୍ରମଣ ହେତୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ନିର୍ଭରଯୋଗ୍ୟ ସୁତ୍ରରୁ କିଛି ଅର୍ଥ ପାଇବେ, ଯାହା ଆପଣଙ୍କର ଆର୍ଥିକ ଅସୁବିଧାକୁ ଦୂର କରିପାରେ । ଛାତ୍ରମାନେ ଶିକ୍ଷା ସମ୍ବନ୍ଧୀୟ ସୂଚନା ମଧ୍ୟ ପାଇବେ

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :