ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୧.୨୭ ଗତେ ୧୪ଶୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।
ଉ , ଫାଲଗୁନୀ – ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ। ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ
ହସ୍ତା – ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ରାଜନୀତିରେ ସମସ୍ୟା ବଢିବ । ଚାକିରୀକ୍ଷେତ୍ରରେ ଅପବାଦ ସହିବାକୁ ପଡିବ । ପିଲାମାନେ ଅପଯଶ ପାଇପାରନ୍ତି
ଚିତ୍ରା – ମାଲିମକଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ। ମହିଳା ମାନେ ଧର୍ମପାରାୟଣ ରହିବେ
ପ୍ରତିକାର - ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫