• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୧.୨୭ ଗତେ ୧୪ଶୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Libra

ତୁଳା

Tuesday 18 Apr 2023

ଚିତ୍ରା – ବନ୍ଧୁତ୍ୱର ସମ୍ପର୍କରେ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ । ଶାରୀରିକ କଷ୍ଟ ଦୂର ହେବ

ସ୍ୱାତୀ – ରାଜନୀତିରେ ସଫଳତା ପାଇ ପାରନ୍ତି । ବ୍ୟବସାୟରେ ରୋଜଗାର ବୃଦ୍ଧି ଓ ଅନ୍ୟର ସହଯୋଗ ମିଳିବ । ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ

ବିଶାଖା – ଧନ ସଂମ୍ପତି ବୃଦ୍ଧି ହୋଇପାରେ । ମହିଳା ମାନେ ବିଶ୍ୱାସୀ ହେବେ । ସରକାରୀ ପ୍ରଶାସନଠାରୁ କ୍ଷତିପୂରଣ ପାଇପାରିବେ ।

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :