• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୧.୨୭ ଗତେ ୧୪ଶୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Sagittarius

ଧନୁ

Tuesday 18 Apr 2023

ମୂଳା- ସ୍ନାୟୁ ଜନିତ ରୋଗରୁ ଆରାମ ମିଳିବ । ପରିବହନ, ନିର୍ମାଣ, କାରିଗରି, ଯାନ୍ତ୍ରିକ ଜିନିଷର ବ୍ୟବସାୟ ପାଇଁ ଭଲ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର‌୍ୟ୍ୟରେ ସଫଳତା ପାଇବେ

ପୂ, ଷାଢା- ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି କଟିବ । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । ମହିଳା ମାନେ ଐଶ୍ୱର‌୍ୟ୍ୟର ଅଧିକାରୀ ହୋଇପାରନ୍ତି

ଉ, ଷାଢା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ଶାରୀରିକ ସମସ୍ୟା ଅଧ୍ୟୟନରେ ବାଧା ସୃଷ୍ଟି କରିପାରେ । ରାଜନିତିରେ ନିଷ୍ପତି ନେବାରେ ଦ୍ୱନ୍ଦର ସମ୍ମୁଖିନ ହେବାକୁ ପଡିପାରେ ।

ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :