• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ।ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ୧୩ଶୀ ଦିବା ୦୧.୨୭ ଗତେ ୧୪ଶୀ,ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ।

Capricorn

ମକର

Tuesday 18 Apr 2023

ଉ , ଷାଢା – ମାନସିକ ଅସି୍ଥରତାକୁ ବୃଦ୍ଧି କରିବାରେ ବନ୍ଧୁଙ୍କ ପରୋକ୍ଷ କାର‌୍ୟ୍ୟାବଳୀ ଅନନ୍ୟ କାରଣ ହୋଇପାରେ । ପରିବାରରେ ସନ୍ତାନଙ୍କ କୃତିତ୍ୱରେ ଖୁସି ହୋଇପାରନ୍ତି ।

ଶ୍ରବଣା – ଅଫିସ୍ରେ ସ୍ଥଗିତ କାମ ପାଇଁ ଉପରିସ୍ଥ କର୍ମଚାରୀ କଡା କଥା କହିପାରନ୍ତି । ଆନୁଷ୍ଠାନିକ କାର‌୍ୟ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି ।

ଧନିଷ୍ଠା –ବ୍ୟବସାୟରେ ଆଶା ଅନୂରୂପ ଫଳ ପାଇବେ । ଗୃହସୀମା ପାଇଁ ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ମହିଳା ମାନେ ଦାୟିତ୍ୱବାନ୍ ରହିବେ ।

ପ୍ରତିକାର – ମାଆ ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :