• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରି ଯୋଗ ରହିଛି

ସୌର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଗୁରୁବାର। ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୬ ଗତେ ସିଂହ। ତିଥି- ଦଶମୀ ସନ୍ଧ୍ୟା ୦୫.୩୧ ଗତେ ଏକାଦଶୀ।

Aries

ମେଷ

Thursday 18 Apr 2024

ଅଶ୍ୱନୀ- ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର‌୍ୟ୍ୟଦା ପ୍ରାପ୍ତ ହୋଇପାରେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ ।

ଦ୍ୱିଜା- ନୂଆ କାମ ହାସଲ କରିବେ । ରାଜନୀତିରେ ବିବାଦରେ ବିଜୟ ଲାଭରୁ ମନୋବଳ ବୃଦ୍ଧି ପାଇବ । ବିଦ୍ୟାର୍ଥୀମାନେ ପଢାନେଇ ଚିନ୍ତିତ ରହିବେ । କର୍ମ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ ।

କୃତିକା- ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :