• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରି ଯୋଗ ରହିଛି

ସୌର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଗୁରୁବାର। ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୬ ଗତେ ସିଂହ। ତିଥି- ଦଶମୀ ସନ୍ଧ୍ୟା ୦୫.୩୧ ଗତେ ଏକାଦଶୀ।

Aquarius

କୁମ୍ଭ

Thursday 18 Apr 2024

ଧନିଷ୍ଠା- ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି।

ଶତଭିଷା- ରାଜନୀତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ।

ପୂ,ଭାଦ୍ରପଦ- ଶତ୍ରୁଙ୍କର ଷଡଯନ୍ତ୍ରର ଶିକାର ହୋଇ ପାରନ୍ତି । ଋଣ ଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ଗୃହସଜ୍ଜା, ଗାଡି ମରାମତି, ଜମିଜମା କିଣାବିକା ପ୍ରତି ଆଗ୍ରହ ବଢିପାରେ ।

ପ୍ରତିକାର – ହନୁମାନ ଚାଳିଶା ସହ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :