• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରି ଯୋଗ ରହିଛି

ସୌର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଗୁରୁବାର। ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୬ ଗତେ ସିଂହ। ତିଥି- ଦଶମୀ ସନ୍ଧ୍ୟା ୦୫.୩୧ ଗତେ ଏକାଦଶୀ।

Pisces

ମୀନ

Thursday 18 Apr 2024

ପୂ,ଭାଦ୍ରପଦ- ନିଜ ପ୍ରିୟଙ୍କ ସହ ଆଜି ଉତ୍ତମ ବ୍ୟବହାର କରନ୍ତୁ । ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ।

ଉ,ଭାଦ୍ରପଦ- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।

ରେବତୀ- ମହିଳାମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । କୌଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ ।

ପ୍ରତିକାର – ମା’ ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :