ସୌର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଗୁରୁବାର। ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୬ ଗତେ ସିଂହ। ତିଥି- ଦଶମୀ ସନ୍ଧ୍ୟା ୦୫.୩୧ ଗତେ ଏକାଦଶୀ।
ମଘା- ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିବାରିକ ଜୀବନ ସୁଖମୟ ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମକ୍ଷେତ୍ରରେ କିଛି ନୂଆ ଅଭିଜ୍ଞତା ହାସଲ କରିବେ।
ପୂ,ଫାଲଗୁନି- ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୌଣସି କଥା ଆଲୋଚନା କରିପାରନ୍ତି । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ
ଉ,ଫାଲଗୁନି- କଳାକାରମାନଙ୍କୁ ଭଲ ସୁଯୋଗ ମିଳିବ । ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ମହିଳାମାନେ ଅନ୍ୟକୁ ସାହାର୍ୟ୍ୟ କରିବେ ।
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧