• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରି ଯୋଗ ରହିଛି

ସୌର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଗୁରୁବାର। ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୬ ଗତେ ସିଂହ। ତିଥି- ଦଶମୀ ସନ୍ଧ୍ୟା ୦୫.୩୧ ଗତେ ଏକାଦଶୀ।

Virgo

କନ୍ୟା

Thursday 18 Apr 2024

ଉ,ଫଳଗୁନି- ପ୍ରିୟ ଲୋକମାନଙ୍କ ସହିତ ଆନନ୍ଦରେ ଦିନ କଟାଇବେ । ବ୍ୟବସାୟରେ ତୁରନ୍ତ ଫଇସଲା ଫଳପ୍ରଦ ହୋଇପାରେ । ଆପଣଙ୍କର ଅନ୍ତରଆତ୍ମା ପ୍ରଖର ରହିବ।

ହସ୍ତା-ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିୟୋଜିତ ହେଲେ ଉପକୃତ ହେବେ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ। ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମହିଳାମାନେ ବନ୍ଧୁପ୍ରିୟ ରହିବେ ।

ଚିତ୍ରା- ଲୋକ କଲ୍ୟାଣ କାର‌୍ୟ୍ୟ କରିବେ । ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସୁ- ସମାଧାନ ହୋଇପାରେ । ଯାନବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :