• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଚାକିରି ଯୋଗ ରହିଛି

ସୌର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୮ ତାରିଖ ଗୁରୁବାର। ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୬ ଗତେ ସିଂହ। ତିଥି- ଦଶମୀ ସନ୍ଧ୍ୟା ୦୫.୩୧ ଗତେ ଏକାଦଶୀ।

Sagittarius

ଧନୁ

Thursday 18 Apr 2024

ମୂଳା- ଅନେକ ଦିନରୁ ଲାଗି ରହିଥିବା ଦେହ ପୀଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର‌୍ୟ୍ୟରେ ଲାଗି ରହିବ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ, ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ।

ପୂ,ଷାଢା- ଶିକ୍ଷାର୍ଥୀମାନେ ଆତ୍ମନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ।

ଉ,ଷାଢା- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର‌୍ୟ୍ୟ ହେବେ । ସମ୍ପତ୍ତିକୁ ନେଇ ସାମାନ୍ୟ ଝଗଡା ଲାଗିପାରେ । ଉପଯୁକ୍ତ ଯୋନଜା ଦ୍ୱାରା କ୍ୟାରିୟରରେ ପରିବର୍ତ୍ତନ ଭବିଷ୍ୟତ ଲାଗି ଲାଭଦାୟକ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :