ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ। ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ।
ଅଶ୍ୱନୀ- ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ। ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ। ଦ୍ୱିଜା- ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ। ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। କୃତିକା- ମହିଳା ମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ। ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ। କୈାଣସି କାମରେ ଯଥେଷ୍ଟ ଲାଭ ହେବ। ପ୍ରେମ ଜୀବନ ଭଲ ରହିବ।
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ। ପ୍ରେମିକପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ। ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ।