• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th August 2023: ଖୁସି ଖବର ! ଏହି ସବୁ ରାଶିର ବ୍ୟକ୍ତିଙ୍କ ପାଇଁ ଖୁବ୍‌ ଭଲ ଦିନ.. ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତି ସ୍ୱଚ୍ଛଳ

ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି-୨ୟା ରାତ୍ରି ୦୮.୦୧ ଗତେ ୩ୟା । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତ ବାର-ବିଛା, ଧନୁ ଓ ମୀନ

Cancer

କର୍କଟ

Friday 18 Aug 2023

ପୁନର୍ବସୁ- ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସଫଳତା ପାଇବେ । ମାତାପିତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ମାନସିକ ସ୍ଥିରତା କେତେକାଂଶରେ ଆସିବ। ପ୍ରେମ ସମ୍ପର୍କରେ ଦୃଢତା ଆଣିବେ ।

ପୁଷ୍ୟା- ଅଫିସ୍ କାର୍ଯ୍ୟରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ । ସାମାଜିକ ସ୍ତରରେ କିମ୍ବା ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ । ରାଜନୈତିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ ।

ଅଶ୍ଳେଷା- କଳା, ସାହିତ୍ୟ, ସାମ୍ବାଦିକତା, ସମସ୍ୟା ସମାଧାନ ହୋଇଯିବ । ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଖୁସି ଅନୁଭବ କରିବେ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା-୨

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ