• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th August 2023: ଖୁସି ଖବର ! ଏହି ସବୁ ରାଶିର ବ୍ୟକ୍ତିଙ୍କ ପାଇଁ ଖୁବ୍‌ ଭଲ ଦିନ.. ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତି ସ୍ୱଚ୍ଛଳ

ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି-୨ୟା ରାତ୍ରି ୦୮.୦୧ ଗତେ ୩ୟା । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତ ବାର-ବିଛା, ଧନୁ ଓ ମୀନ

Virgo

କନ୍ୟା

Friday 18 Aug 2023

ଉ- ଫାଲ୍‌ଗୁନୀ- ସାମାଜିକ, ଗଠନମୂଳକ କାର୍ଯ୍ୟରେ ଯୋଗଦାନ କରିବେ । ବ୍ୟବସାୟିକ ସଫଳତା ମିଳିବ ଓ କଳା ସାହିତ୍ୟରେ ପ୍ରଶଂସିତ ହେବେ । ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ ।

ହସ୍ତା- ରାଜନୈତିକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ । ସଙ୍ଗୀତ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ । ବିଦ୍ୟାର୍ଥିମାନେ କ୍ୟାରିୟର ପ୍ରତି ସଚେତନ ହେବେ ।

ଚିତ୍ରା- ଜମିଜମା କାରବାର ଏବଂ ଗାଡ଼ିମୋଟର ମରାମତି ପ୍ରଭୃତି ସକାଶେ ବ୍ୟସ୍ତତା ବଢ଼ିଯିବ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ । ନିଜର ଖର୍ଚ୍ଚ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର- ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ