• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th August 2023: ଖୁସି ଖବର ! ଏହି ସବୁ ରାଶିର ବ୍ୟକ୍ତିଙ୍କ ପାଇଁ ଖୁବ୍‌ ଭଲ ଦିନ.. ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତି ସ୍ୱଚ୍ଛଳ

ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଳପକ୍ଷ । ଇଂରାଜୀରେ ୧୮ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି-୨ୟା ରାତ୍ରି ୦୮.୦୧ ଗତେ ୩ୟା । ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତ ବାର-ବିଛା, ଧନୁ ଓ ମୀନ

Sagittarius

ଧନୁ

Friday 18 Aug 2023

ମୂଳା- ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ। ସ୍ୱାସ୍ଥ୍ୟ ପାଇଁ ଚିନ୍ତାରେ ରହିବେ । ହଠାତ୍ ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ । 

ପୂ, ଷାଢା- ବ୍ୟବସାୟ କ୍ଷେତ୍ରରେ ଲାଭ ଓ କ୍ଷତି ସମାନ ପରିମାଣରେ ରହିବ । ପ୍ରଶାସନିକ ସ୍ତରରେ ଚେଷ୍ଟାକଲେ ଅବଶ୍ୟ ଉପକୃତ ହେବେ । ଶତ୍ରୁଙ୍କ ଠାରୁ ଦୂରରେ ରୁହନ୍ତୁ ।

ଉ, ଷାଢା-  ଶିକ୍ଷା, ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବେ । ଆଜିର ଯାତ୍ରାରେ ପ୍ରତିବନ୍ଧକ ଦେଖାଦେଇପାରେ । ପ୍ରତ୍ୟେକ କାମ ପାଇଁ ଦୀର୍ଘସମୟ ଅପେକ୍ଷା କରିବାକୁ ପଡ଼ିବ।

ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର- ହଳଦିଆ ତିଲକ କରି ମୁଣ୍ଡରେ ଲଗାନ୍ତୁ